Today Panchang 27th July 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....
ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ରବିବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୩ୟା ରାତ୍ରି ୧୦.୪୨ ଗତେ ୪ର୍ଥୀ । ଘାତଚନ୍ଦ୍ର - କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ – ୧ପାଦ-କୃଷିହାନି-ଭୂମିଦାନ ।