Today Panchang 28th June 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....

ସୈାର ମିଥୁନ ମାସ  ଆଷାଢ ଶୁକ୍ଳପକ୍ଷ। ଇଂରାଜୀ ୨୮ ତାରିଖ ଶନିବାର । ଚନ୍ଦ୍ର- କର୍କଟ ଅହୋରାତ୍ର। ତିଥି - ୩ୟା ଦିବା ୦୯.୫୪ ଗତେ ୪ର୍ଥୀ।ଘାତଚନ୍ଦ୍ର- ନାସ୍ତିଘାତବାର – ବୃଷ,ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ – ୧ପାଦ-କୃଷିହାନି-ଭୂମିଦାନ।

Today Panchang 28th June 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....
Array