Today Panchang 4th July 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....

ସୈାର ମିଥୁନ ମାସ ଆଷାଢ ଶୁକ୍ଳପକ୍ଷ। ଇଂରାଜୀ ୦୪ ତାରିଖ ଶୁକ୍ରବାର । ଚନ୍ଦ୍ର- ତୁଳା ଅହୋରତ୍ର । ତିଥି - ୯ମୀ ଦିବା ୦୪.୩୨ ଗତେ ୧୦ମୀ । ଘାତଚନ୍ଦ୍ର- ନାସ୍ତି । ଘାତବାର – ବିଛା , ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ - ନାସ୍ତି ।

Today Panchang 4th July 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....
Array