Train Derails: କାମାକ୍ଷା ଏକ୍ସପ୍ରେସର ୧୧ ବଗି ଲାଇନଚ୍ୟୁତ

ପୂର୍ବାହ୍ନ ୧୧ଟା ୫୪ ମିନିଟ୍‌ରେ ଟ୍ରେନର ୧୧ଟି ବଗି ଲାଇନ୍‌ଚ୍ୟୁତ ହୋଇଛି । ବେଙ୍ଗଳୁରୁ-କାମାକ୍ଷା ଏକ୍ସପ୍ରେସ୍‌ର ୧୧ଟି ବଗି ଲାଇନ୍‌ଚ୍ୟୁତ ୱୋଇଥିବା ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଦୁର୍ଘଟଣାରେ କିଛି ଯାତ୍ରୀ ଆହତ ହୋଇଥିବାର ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି ।

Train Derails: କାମାକ୍ଷା ଏକ୍ସପ୍ରେସର ୧୧ ବଗି ଲାଇନଚ୍ୟୁତ
Array