Trump New Tariff Plan: କାହାକୁ ଟାର୍ଗେଟ କରି ଟ୍ରମ୍ପ ଆଣିଛନ୍ତି ନୂଆ ଟାରିଫ ନୀତି ? ମିଳିଛି ତ ସିନେଟ ମଞ୍ଜୁରୀ ?
ଟ୍ରମ୍ପ ତାଙ୍କର ନିର୍ବାଚନୀ ପ୍ରଚାର ସମୟରେ ଏବଂ କ୍ଷମତା ଗ୍ରହଣ କରିବା ପରେ ପରେ ଗୋଟିଏ କଥା ଉପରେ ଜୋର ଦେଇ ଆସୁଥିଲେ । ସେ କହୁଥିଲେ, ଆମେରିକା ଅର୍ଥବ୍ୟବସ୍ଥାକୁ ମଜବୁତ କରିବା ଏବଂ ଘରୋଇ ଉଦ୍ୟୋଗକୁ ସଂରକ୍ଷଣ ଦେବା ପାଇଁ ଟାରିଫ ବ୍ୟବସ୍ଥା ଲାଗୁ କରିବା । ଏଠି ଗୋଟିଏ କଥା କହିରଖିବୁ, ଏହି ଟାରିଫ ପ୍ଲାନ ଟ୍ରମ୍ପଙ୍କର ନ ଥିଲା । ଏହି ବୁଦ୍ଧି ତାଙ୍କୁ ଅନ୍ୟ ଜଣେ ଦେଇଛନ୍ତି ।