Union Budget 2025 : ୧୨ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ପାଇଁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନଶ୍ବର ୧।୨: ଉପସ୍ଥାପିତ ହୋଇଛି ବଜେଟ୍ ୨୦୨୫-୨୬ । ବଜେଟ୍ ଉପସ୍ଥାପିତ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଚଳିତ ବଜେଟ୍‌ ନେଇ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ପାଇଁ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜଣାଇଛନ୍ତି । ସୋସିଆଲ ମିଡ଼ିଆ ଏକ୍ସ ଜରିଆରେ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅର୍ଥମନ୍ତ୍ରୀ ନର୍ମଳା ସୀତାରମଣଙ୍କୁ ଧନ୍ୟବାଦ ଜଣାଇଛନ୍ତି । ନାଗରିକଙ୍କୁ ସଶକ୍ତ ଓ ଅର୍ଥନୀତିକୁ ସମୃଦ୍ଧ କରିବ ଲେଖିଛନ୍ତି । ହାସଟ୍ୟାଗ୍‌ ଦେଇ ବିକଶିତ ଭାରତ ବଜେଟ୍‌-୨୦୨୫ ଲେଖିଛନ୍ତି ।A heartfelt thank you to Hon'ble PM Shri @narendramodi Ji and Hon'ble Finance Minister @nsitharaman ji for this transformative initiative of Zero Income Tax till ₹12 Lakh under the New Tax Regime.This visionary step empowers citizens, strengthens the economy, and paves the… pic.twitter.com/0GOR8xhDy2— Mohan Charan Majhi (@MohanMOdisha) February 1, 2025You Can Read:ବଜେଟ୍‌ରେ ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା, ଏସବୁ ସାମଗ୍ରୀ ହେଲା ଶସ୍ତା

Union Budget 2025 : ୧୨ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ପାଇଁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନଶ୍ବର ୧।୨: ଉପସ୍ଥାପିତ ହୋଇଛି ବଜେଟ୍ ୨୦୨୫-୨୬ । ବଜେଟ୍ ଉପସ୍ଥାପିତ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଚଳିତ ବଜେଟ୍‌ ନେଇ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ପାଇଁ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜଣାଇଛନ୍ତି । ସୋସିଆଲ ମିଡ଼ିଆ ଏକ୍ସ ଜରିଆରେ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅର୍ଥମନ୍ତ୍ରୀ ନର୍ମଳା ସୀତାରମଣଙ୍କୁ ଧନ୍ୟବାଦ ଜଣାଇଛନ୍ତି । ନାଗରିକଙ୍କୁ ସଶକ୍ତ ଓ ଅର୍ଥନୀତିକୁ ସମୃଦ୍ଧ କରିବ ଲେଖିଛନ୍ତି । ହାସଟ୍ୟାଗ୍‌ ଦେଇ ବିକଶିତ ଭାରତ ବଜେଟ୍‌-୨୦୨୫ ଲେଖିଛନ୍ତି ।




You Can Read:

ବଜେଟ୍‌ରେ ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା, ଏସବୁ ସାମଗ୍ରୀ ହେଲା ଶସ୍ତା