Vastu Tips: ଏହି ଦିଗକୁ ଗୋଡକରି ଶୋଉଛନ୍ତି କି… ପଡିବ ନକରାତ୍ମକ ପ୍ରଭାବ
ଶରୀରକୁ ରିଲାକ୍ସ ଦେବା ଓ ସୁସ୍ଥ ଜୀବନ ଜୀଇବା ପାଇଁ ଶୋଇବା ଜରୁରୀ। ପ୍ରତ୍ୟେକ ମଣିଷ ଶୋଉଥିଲେ ମଧ୍ୟ ଅନେକ ଏହାର ଠିକ୍ ଉପାୟ ଜାଣନ୍ତି ନାହିଁ। ତେବେ ଏବେ ପ୍ରଶ୍ନ ହେଉଛି ଶୋଇବାର ଉପଯୁକ୍ତ ଉପାୟ କ’ଣ? କେଉଁ ଦିଗକୁ ଗୋଡ କରି ଶୋଇବା ଉଚିତ୍ ନୁହେଁ? ଆସନ୍ତୁ ଜାଣିବା।