Video: IAS ବିଷ୍ଣୁପଦ ସେଠୀ କେଉଁଠି ?

ବିଷ୍ଣୁପଦଙ୍କ ପାଇଁ ବଢିଲା ଅଡୁଆ । ଆସନ୍ତାକାଲି ଦିନ ୧୨ଟା ଯାଏଁ ଡେଡଲାଇନ୍। ତା ପୂର୍ବରୁ ବିଷ୍ଣୁପଦ ସେଠୀଙ୍କୁ ହାଜର ପାଇଁ ସିବିଆଇର କଡ଼ା ନିର୍ଦ୍ଦେଶ। ଏଣେ ବ୍ରିଜ୍‌ ଆଣ୍ଡ ରୁଫ୍ ଜିଏମଙ୍କୁ ବି ସିବିଆଇର ମାରାଥନ ଜେରା ।

Video: IAS ବିଷ୍ଣୁପଦ ସେଠୀ କେଉଁଠି ?
Array