Video: IAS ବିଷ୍ଣୁପଦ ସେଠୀଙ୍କ ପାଇଁ ବଢ଼ୁଛି ଅଡୁଆ

ଦୀର୍ଘ ଦିନ ଧରି ବାଦ ବିବାଦ ପରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ସରକାର । ବିଷ୍ଣୁପଦ ପାଖରୁ ୩ଟି ବିଭାଗ କାଢି ସାଧାରଣ ପ୍ରଶାସନ ବିଭାଗର ଓଏସ୍‌ଡି ଭାବେ ବସାଇ ଦେଇଛନ୍ତି ।

Video: IAS ବିଷ୍ଣୁପଦ ସେଠୀଙ୍କ ପାଇଁ ବଢ଼ୁଛି ଅଡୁଆ
Array