VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ ମନ୍ମଥଙ୍କୁ ଭିନ୍ନ ଶୈଳୀରେ ପ୍ରଚାର କରୁଥିବା ଦେଖିବାକୁ ମିଳିଛି। ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। The post VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ appeared first on Dharitri Odia News.

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ ମନ୍ମଥଙ୍କୁ ଭିନ୍ନ ଶୈଳୀରେ ପ୍ରଚାର କରୁଥିବା ଦେଖିବାକୁ ମିଳିଛି। ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

The post VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ appeared first on Dharitri Odia News.