VIDEO: ଇସ୍ରୋର ମହଙ୍ଗା ଅନ୍ତରୀକ୍ଷ ମିଶନ ‘NISAR’ ଲଞ୍ଚ, ପୃଥିବୀ ଉପରେ ରଖିବ ତିକ୍ଷ୍ଣ ନଜର
ଶ୍ରୀହରିକୋଟା,୩୦।୭: ଭାରତୀୟ ଅନ୍ତରୀକ୍ଷ ଗବେଷଣା ସଂସ୍ଥା (ଇସ୍ରୋ) ତା’ର ସବୁଠାରୁ ମହଙ୍ଗା ଅନ୍ତରୀକ୍ଷ ମିଶନ ‘ନିସାର’ (NASA-ISRO Synthetic Aperture Radar) ଲଞ୍ଚ କରିଛି। ବୁଧବାର ଅନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ଅନ୍ତରୀକ୍ଷ କେନ୍ଦ୍ରରୁ ସା ୫ଟା ୪୦ ମିନିଟରେ ଏହାକୁ ଲଞ୍ଚ କରାଯାଇଛି। ଏହି ସାଟେଲାଇଟ ଇସ୍ରୋ ଏବଂ ଆମେରିକୀୟ ଅନ୍ତରୀକ୍ଷ ସଂସ୍ଥା ନାସାର ମିଳିତ ଉଦ୍ୟମରେ ପ୍ରସ୍ତୁତ ହୋଇଛି। ଏହାକୁ ସୂର୍ଯ୍ୟ ସମକାଳୀନ ଧ୍ରୁବୀୟ କକ୍ଷରେ ସ୍ଥାପନ କରାଯିବ, ଯେଉଁଠାରୁ ଏହା ସମଗ୍ର ପୃଥିବୀ […] The post VIDEO: ଇସ୍ରୋର ମହଙ୍ଗା ଅନ୍ତରୀକ୍ଷ ମିଶନ ‘NISAR’ ଲଞ୍ଚ, ପୃଥିବୀ ଉପରେ ରଖିବ ତିକ୍ଷ୍ଣ ନଜର appeared first on Dharitri Odia News.
#WATCH | NASA-ISRO NISAR satellite onboard GSLV-F16 launched from Satish Dhawan Space Centre (SDSC) in Sriharikota, Andhra Pradesh
NISAR, or NASA-ISRO Synthetic Aperture Radar is a joint venture of ISRO and NASA and has been designed to provide a detailed view of the Earth to… pic.twitter.com/Cx942PCufJ
— ANI (@ANI) July 30, 2025
The post VIDEO: ଇସ୍ରୋର ମହଙ୍ଗା ଅନ୍ତରୀକ୍ଷ ମିଶନ ‘NISAR’ ଲଞ୍ଚ, ପୃଥିବୀ ଉପରେ ରଖିବ ତିକ୍ଷ୍ଣ ନଜର appeared first on Dharitri Odia News.