Video: ଓଡ଼ିଶାରୁ ଯାଇ ପଶ୍ଚିମବଙ୍ଗ ଜଙ୍ଗଲରେ ବୁଲୁଛି ମରାଠା ବାଘୁଣୀ

ଲୁଚକାଳି ଖେଳୁଛି ଜିନ୍ନତ୍। ଓଡ଼ିଶା ବନ ବିଭାଗକୁ ବଡ଼ ଝଟକା । ପଶ୍ଚିମବଙ୍ଗରେ ବି ଛନକା । ପ୍ରଥମେ ଝାଡ଼ଖଣ୍ଡ, ଆଉ ଏବେ ପଶ୍ଚିମବଙ୍ଗରେ ଘୁରି ବୁଲୁଛି ମରାଠା ବାଘୁଣୀ ଜିନତ୍।

Video: ଓଡ଼ିଶାରୁ ଯାଇ ପଶ୍ଚିମବଙ୍ଗ ଜଙ୍ଗଲରେ ବୁଲୁଛି ମରାଠା ବାଘୁଣୀ
Array