Video: ଚାଷୀଙ୍କ ଟେନସନ୍ ଦୂରକଲେ ସିଏମ୍; ଆସନ୍ତା ୩୦ ସୁଦ୍ଧା କ୍ଷତି ଆକଳନ
ଉଜାଡ଼ିଥିଲା ଅଦିନିଆ ବର୍ଷା...ଜୀବିକାକୁ ନେଇ ବିକଳ ହେଉଥିଲେ ଚାଷୀ....ଶେଷରେ ସହାୟତାରେ ହାତ ବଢ଼ାଇଲେ ମୋହନ ସରକାର। ଚାଷୀଙ୍କୁ କ୍ଷତିପୂରଣ ପାଇଁ ଅଣ୍ଟା ଭିଡ଼ିଥିବା ରାଜ୍ୟ ସରକାର କ୍ଷୟକ୍ଷତିର ଆକଳନ ପ୍ରକ୍ରିୟା ଆରମ୍ଭ କରିଛନ୍ତି।