Video: ବଜାରରେ ମିଳୁଛି ନକଲି ସୁନା

ରାଜ୍ୟରେ ୫ଟି ଅଳଙ୍କାର ଦୋକାନୀ ବିକୁଥିଲେ ନକଲି ସୁନା । ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

Video: ବଜାରରେ ମିଳୁଛି ନକଲି ସୁନା
Array