Video: ବିଜେଡିକୁ ସଞ୍ଜୀବନୀ ଦେବ କି ପ୍ରତିଷ୍ଠା ଦିବସ ?

ଆସନ୍ତା ୨୬ରେ ବିଜେଡି ପାଳୁଛି ପ୍ରତିଷ୍ଠା ଦିବସ । ୫ ପାଳିର ଶାସନ । ୨୪ ବର୍ଷର କ୍ଷମତା । ଏବେ ଆଉ କିଛି ନାହିଁ । ସେଥିରେ ପୁଣି ନିର୍ବାଚନୀ ବିପର୍ଯ୍ୟୟ ପରଠୁ ଗୋଷ୍ଠୀ କନ୍ଦଳରୁ ଦଳର ଫାଳ ଫାଳ ସ୍ଥିତି ।

Video: ବିଜେଡିକୁ ସଞ୍ଜୀବନୀ ଦେବ କି ପ୍ରତିଷ୍ଠା ଦିବସ ?
Array