Video: ବିବାହ ବନ୍ଧନରେ ବାନ୍ଧି ହେଲେ ସୁରଙ୍କ ସାନ ପୁଅ ମନ୍ମଥ ରାଉତରାୟ…

ଭୁବନେଶ୍ୱର,୪।୩: ଦ୍ୱିତୀୟଥର ପାଇଁ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ସୁରେଶ କୁମାର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ରୋଜାଲିନ ପଟ୍ଟନାୟକଙ୍କୁ ବିବାହ କରିଛନ୍ତି ମନ୍ମଥ ରାଉତରାୟ। ଉଭୟଙ୍କର ପ୍ରେମ ବିବାହ ହୋଇଥିବା କୁହାଯାଉଛି। ଦୁଇ ପରିବାର ଲୋକଙ୍କ ଉପସ୍ଥିତିରେ ବିବାହ ସମ୍ପନ୍ନ ହୋଇଛି।   The post Video: ବିବାହ ବନ୍ଧନରେ ବାନ୍ଧି ହେଲେ ସୁରଙ୍କ ସାନ ପୁଅ ମନ୍ମଥ ରାଉତରାୟ… appeared first on Dharitri Odia News.

Video: ବିବାହ ବନ୍ଧନରେ ବାନ୍ଧି ହେଲେ ସୁରଙ୍କ ସାନ ପୁଅ ମନ୍ମଥ ରାଉତରାୟ…

ଭୁବନେଶ୍ୱର,୪।୩: ଦ୍ୱିତୀୟଥର ପାଇଁ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ସୁରେଶ କୁମାର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ରୋଜାଲିନ ପଟ୍ଟନାୟକଙ୍କୁ ବିବାହ କରିଛନ୍ତି ମନ୍ମଥ ରାଉତରାୟ। ଉଭୟଙ୍କର ପ୍ରେମ ବିବାହ ହୋଇଥିବା କୁହାଯାଉଛି। ଦୁଇ ପରିବାର ଲୋକଙ୍କ ଉପସ୍ଥିତିରେ ବିବାହ ସମ୍ପନ୍ନ ହୋଇଛି।

 

The post Video: ବିବାହ ବନ୍ଧନରେ ବାନ୍ଧି ହେଲେ ସୁରଙ୍କ ସାନ ପୁଅ ମନ୍ମଥ ରାଉତରାୟ… appeared first on Dharitri Odia News.