Video: ମୋହନ ସରକାରରେ ପାୱାରଫୁଲ୍ ହେବେ ଜନପ୍ରତିନିଧି

ନବୀନ ସରକାରରେ ଚାଲିଥିଲା ଏକଛତ୍ରବାଦ । ପାୱାରଲେସ୍ ଥିଲେ ବିଧାୟକ, ସାଂସଦ । କିନ୍ତୁ ମୋହନ ସରକାରରେ ପାୱାରଫୁଲ୍ ହେବେ ଜନପ୍ରତିନିଧି । ସେମାନଙ୍କ ଅଭିଯୋଗ ଆଉ କଥା ଶୁଣିବାକୁ ଖୋଲିବ ସ୍ପେଶାଲ ସେଲ୍ ।

Video: ମୋହନ ସରକାରରେ ପାୱାରଫୁଲ୍ ହେବେ ଜନପ୍ରତିନିଧି
Array