Video: ଯାଜପୁର ବିଜେଡିରେ ପଡିଛି ଘଳିଆ

ଭୁଶୁଡୁଛି ଗୋଟିଏ ପରେ ଗୋଟିଏ ଜିଲ୍ଲାରେ ଶଙ୍ଖ ଗଡ଼ । ମାଳ ମାଳ ବିଜେଡି ନେତା ବିଜେପି କ୍ୟାମ୍ପକୁ ଡେଇଁଲେଣି । ଅନେକ ସରପଞ୍ଚ ଓ ସମିତି ସଭ୍ୟ ବି ଶାସକ ଦଳ ମୁହାଁ ।

Video: ଯାଜପୁର ବିଜେଡିରେ ପଡିଛି ଘଳିଆ
Array