Video: ରାଜ୍ୟରେ ସୁଧୁରିନି ଦାରିଦ୍ର୍ୟ ସ୍ଥିତି
ଗାଁ ଗହଳିରେ ପାରିବାରିକ ବ୍ୟୟରେ ଓଡ଼ିଶା ଦେଶରେ ତଳଆଡ଼ୁ ତୃତୀୟ ଗ୍ରାମୀଣ ପରିବାରର ମାସିକ ହାରାହାରି ଖର୍ଚ୍ଚ ମାତ୍ର ୩ ହଜାର ୩୫୭ ଟଙ୍କା ଅର୍ଥାତ୍ ଗାଁର କୌଣସି ୪ରୁ ୫ ଜଣିଆ ପରିବାର ଦିନକୁ ଖର୍ଚ୍ଚ ମାତ୍ର ୧୧୨ ଟଙ୍କା ତାମାନେ ଜଣେ ଦିନକୁ ୨୦ରୁ ୨୫ ଟଙ୍କାରେ ଜୀବନ ଜୀଉଁଛନ୍ତି। ସଦ୍ୟ ପ୍ରକାଶିତ ହାଉସ୍ହୋଲ୍ଡ କଞ୍ଜମ୍ପସନ୍ ଏକ୍ସପେଣ୍ଡିଚର ସର୍ଭେ ୨୦୨୩-୨୪ରୁ ମିଳିଛି ଏମିତି ଚିନ୍ତାଜନକ ତଥ୍ୟ।