Video: ରୁବେନଙ୍କ 'ପାଣ୍ଡିଆନ୍ ପଜଲ'କୁ ନେଇ ତାତିଲେ ବିଜେଡି

ପୁଣି ପାଣ୍ଡିଆନଙ୍କ ସପକ୍ଷରେ ବାହାରିଲା ବିଜେଡି । ନବୀନଙ୍କ ଉପରେ ରୁବେନଙ୍କ ବହିରେ ପାଣ୍ଡିଆନ ପଜଲ୍‌କୁ ନେଇ ଚିହିଁକିଲା ଦଳ । କହିଲା- ରୁବେନଙ୍କ ବହିକୁ ଆମେ ପ୍ରତ୍ୟାଖାନ କରୁଛୁ ।

Video: ରୁବେନଙ୍କ 'ପାଣ୍ଡିଆନ୍ ପଜଲ'କୁ ନେଇ ତାତିଲେ ବିଜେଡି
Array