Vigilance Raid In Boudh: ଭିଜିଲାନ୍ସ ଜାଲରେ ୨ ଲାଞ୍ଚୁଆ ଅଫିସର୍; ଛାଡିଦେବାକୁ କହି କାନ୍ଦି ପକାଇଲେ
ତନ୍ତ ସରଞ୍ଜାମ ଅନୁଦାନ ଟଙ୍କା ପ୍ରଦାନ ପାଇଁ ଭେରିଫିକେସନ ରିପୋର୍ଟରେ ଦସ୍ତଖତ କରିବାକୁ ବୁଣାକାର ସମିତି ସମ୍ପାଦକଙ୍କଠାରୁ ଏମାନେ ଲାଞ୍ଚ ନେଉଥିଲେ। ଦସ୍ତଖତ କରିବା ପାଇଁ ସେମାନେ ୧୦ହଜାର ଟଙ୍କା ଲାଞ୍ଚ ମାଗିଥିଲେ।