Vigilance Raid: ପ୍ରଦୀପଙ୍କ ବିପୁଳ ସଂପତ୍ତି ଦେଖି ଜଳକା ଭିଜିଲାନ୍ସ, ୪ ବହୁତଳ କୋଠା ସହ ୧୧ ଦାମୀ ପ୍ଲଟ୍ ଠାବ
ପ୍ରଦୀପଙ୍କ ବିପୁଳ ସଂପତ୍ତି ଦେଖି ଜଳକା ଭିଜିଲାନ୍ସ । ମୋଟା ମୋଟା ସୁନାହାର, କାନଫୁଲ, ସୁନା ଚୁଡ଼ି, ମୁଦି ସାଂଗକୁ ସୁନା ବିସ୍କୁଟ । ପାଖରେ ଥୁଆ ହୋଇଛି ବିଡ଼ା ବିଡ଼ା ୫ଶହ ଟଙ୍କିଆ ବଣ୍ଡଲ ।