Vigilance Raids: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ; ୧୦ଟି ସ୍ଥାନରେ ଚାଲିଛି ଚଢ଼ାଉ...

ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଉଛି । ଏହି ଚଢ଼ାଉରେ ୭ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର, ୧୧ ଜଣ ASI ନିୟୋଜିତ ହୋଇଛନ୍ତି ।

Vigilance Raids: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ; ୧୦ଟି ସ୍ଥାନରେ ଚାଲିଛି ଚଢ଼ାଉ...
Array