Vijay Rupani: ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ

ଅହମ୍ମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ପୂର୍ବତନ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ ଘଟିଛି । ଏନେଇ ଗୁଜରାଟ ବିଜେପି ସଭାପତି ସି.ଆର୍‌ ପାଟିଲ ସ୍ପଷ୍ଟ କରିଛନ୍ତି ।

Vijay Rupani: ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ
Array