Vimal Pan Masala Ad: ବଢ଼ିଲା ଅଜୟ ଦେବଗନ,ଶାହରୁଖ ଏବଂ ଟାଇଗର ଶ୍ରଫଙ୍କ ଅଡ଼ୁଆ
ପାନ ମସଲା ବିଜ୍ଞାପନ ଯୋଗୁଁ ଆଇନଗତ ସମସ୍ୟା ଜାଲରେ ଫସିଛନ୍ତି ବଲିଉଡର ତିନିଜଣ ଲୋକପ୍ରିୟ ଅଭିନେତା। ପାନ ମସଲାର ଏକ ବିଜ୍ଞାପନରେ ଭ୍ରମ ସୃଷ୍ଟି କରୁଥିବା ନେଇ ଶାହରୁଖ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ବିରୋଧରେ ଜୟପୁରର ଜିଲ୍ଲା ଉପଭୋକ୍ତା କମିଶନ ନୋଟିସ୍ ଜାରି କରିଛନ୍ତି।