Viral Video: ସ୍କୁଲରୁ Mid Day Meal ଅଣ୍ଡା ଚୋରି କରୁଥିଲେ ପ୍ରିନ୍ସପାଲ୍, ଭିଡିଓ ଭାଇରାଲ ପରେ ଆକ୍ସନ ମୁଡ୍ରେ ଶିକ୍ଷା ବିଭାଗ
ବିଦ୍ୟାଳୟର ପ୍ରିନ୍ସପାଲ୍ ପିଲାମାନଙ୍କ ପାଇଁ ଆଣିଥିବା ଅଣ୍ଡାକୁ ତାଙ୍କ ବ୍ୟାଗରେ ରଖି ଘରକୁ ନେଉଥିବାର ନଜର ଆସିଛନ୍ତି । ଭିଡିଓ ଭାଇରାଲ ହେବା ପରେ ଶିକ୍ଷା ବିଭାଗ ପକ୍ଷରୁ ଏକ ତଦନ୍ତ କରାଯାଇଥିଲା ।