Virat Kohli Anushka Sharma News: ଅବସର ପରେ ବୃନ୍ଦାବନରେ ପହଞ୍ଚିଲେ ବିରାଟ-ଅନୁଷ୍କା, ଜାଣନ୍ତୁ କ’ଣ ହେଲା...
ଟିମ ଇଣ୍ଡିଆର ଷ୍ଟାର କ୍ରିକେଟର ବିରାଟ କୋହଲି ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେବାର ଦିନକ ପରେ ମଙ୍ଗଳବାର ପ୍ରେମାନନ୍ଦ ମହାରାଜଙ୍କୁ ଭେଟିଛନ୍ତି। ପତ୍ନୀ ଅନୁଷ୍କାଙ୍କ ସହିତ ବିରାଟ ପ୍ରେମାନନ୍ଦ ମହାରାଜଙ୍କୁ ବୃନ୍ଦାବନରେ ସାକ୍ଷାତ କରିଥିଲେ।