Vyanjana Dwadashi: କାହିଁକି ପାଳନ ହେଉଛି ବ୍ୟଞ୍ଜନ ଦ୍ୱାଦଶୀ; କ’ଣ ରହିଛି ବୈଜ୍ଞାନିକ କାରଣ
ବ୍ୟଞ୍ଜନ ଦ୍ୱାଦଶୀ ଗୌଡ଼ୀୟ ବୈଷ୍ଣବ ସଂପ୍ରଦାୟର ଶ୍ରାଦ୍ଧାଳୁମାନଙ୍କର ଏକ ପ୍ରମୁଖ ପର୍ବ। ଏହି ଦିନ ମା' ଯଶୋଦା ଶ୍ରୀକୃଷ୍ଣଙ୍କୁ ବହୁବିଧ ବ୍ୟଞ୍ଜନ ପ୍ରସ୍ତୁତ କରି ଖୁଆଇଥିବାର କିମ୍ବଦନ୍ତୀ ରହିଛି। କୃଷ୍ଣ ଲୀଳାର ଏହି ପର୍ଯ୍ୟାୟକୁ ଗୌଡ଼ୀୟ ବୈଷ୍ଣବମାନେ ନିଷ୍ଠାର ସହିତ ପାଳନ କରିଥାନ୍ତି।