Weather Alert: ଆଜି ବି ତାଣ୍ଡବ ରଚିବ କାଳବୈଶାଖୀ, ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଲାଗି ରହିବ । ଆଜି ୫ ଜିଲ୍ଲାକୁ ଝଡ଼ ତୋଫାନ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହିସବୁ ଜିଲ୍ଲାରେ କୁଆପଥର ବର୍ଷା ମଧ୍ୟ ହୋଇପାରେ । ପଢନ୍ତୁ ପୁରା ଖବର