Weather Alert: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର; ୪ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା !

ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Weather Alert: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର; ୪ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା !
Array