Weather Update: ଆଗକୁ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହ; ୬ ଜିଲ୍ଲାକୁ ସତର୍କ କଲା SRC

ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁପାରେ। ଏଥିପାଇଁ SRCଙ୍କ ଅଫିସ୍ ପକ୍ଷରୁ ପ୍ରଚଣ୍ଡ ରୌଦ୍ର ତାପ ନେଇ ସତର୍କ କରାଯାଇଛି। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ୪ରୁ ୫ ଦିନ ଭିତରେ ୩ରୁ ୫ ଡିଗ୍ରୀ ତାପମାତ୍ରା ବଢ଼ିବା ଅନୁମାନ କରାଯାଉଛି।

Weather Update: ଆଗକୁ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହ; ୬ ଜିଲ୍ଲାକୁ ସତର୍କ କଲା  SRC
Array