Weather Update: ଆସୁଛି ପୁଣି ଲଘୁଚାପ; ଆଗାମୀ ୫ ଦିନ ପାଇଁ ରାଜ୍ୟରେ ପ୍ରବଳ ବର୍ଷା !

ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା। ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି।

Weather Update: ଆସୁଛି ପୁଣି ଲଘୁଚାପ; ଆଗାମୀ ୫ ଦିନ ପାଇଁ ରାଜ୍ୟରେ ପ୍ରବଳ ବର୍ଷା !
Array