Weather Update: ଡିସେମ୍ବର ଅଧା ହେଲାଣି, ରାଜ୍ୟରେ ଧିରେ ଧିରେ ବଢ଼ୁଛି ଶୀତ

ଯଦିଓ ବିଳମ୍ବ ହେଲାଣି ତଥାପି ଧୀରେଧୀରେ ବଢୁଛି ଶୀତ । ରାଜ୍ୟରେ ଶୁଖିଲା ପାଗ ସହ ତାପମାତ୍ରା କମିଛି ।

Weather Update: ଡିସେମ୍ବର ଅଧା ହେଲାଣି, ରାଜ୍ୟରେ ଧିରେ ଧିରେ ବଢ଼ୁଛି ଶୀତ
Array