Weather Update: ଭିଜିବ ଉତ୍ତର ଓ ପଶ୍ଚିମ ଓଡ଼ିଶା ! ପ୍ରବଳ ଶୀତରେ ନୂଆବର୍ଷକୁ ସ୍ୱାଗତ କରିବେ ରାଜ୍ୟବାସୀ

ଝିପିଝିପି ବର୍ଷା ସହ କୋହଲା ପାଗରେ ବିଦାୟ ନେବ ପୁରୁଣାବର୍ଷ । ଆଜି ଓ ଆସନ୍ତାକାଲି ୨ ଦିନ ଧରି ଭିଜିପାରେ ଉତ୍ତର ଏବଂ ପଶ୍ଚିମ ଓଡ଼ିଶା ।

Weather Update: ଭିଜିବ ଉତ୍ତର ଓ ପଶ୍ଚିମ ଓଡ଼ିଶା ! ପ୍ରବଳ ଶୀତରେ ନୂଆବର୍ଷକୁ ସ୍ୱାଗତ କରିବେ ରାଜ୍ୟବାସୀ
Array