Weather Update: ସକାଳୁ ସକାଳୁ ବର୍ଷାରେ ଭିଜିଲା ରାଜଧାନୀ; ଦକ୍ଷିଣ ଓଡ଼ିଶାର ୧୧ ଜିଲ୍ଲାକୁ ୱାର୍ଣ୍ଣିଂ

ଆଜି ଦକ୍ଷିଣ ଓଡ଼ିଶାର ୧୧ ଜିଲ୍ଲାକୁ ସତର୍କତା ଜାରି ହୋଇଛି। ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି।

Weather Update: ସକାଳୁ ସକାଳୁ ବର୍ଷାରେ ଭିଜିଲା ରାଜଧାନୀ; ଦକ୍ଷିଣ ଓଡ଼ିଶାର ୧୧ ଜିଲ୍ଲାକୁ ୱାର୍ଣ୍ଣିଂ
Array