Weather Updates | Heavy Rain and Thunderstorms Likely in Odisha for Next 3 Days
ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡ଼ି ବର୍ଷା ସହ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । #Rain #WeatherUpdat
ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡ଼ି ବର୍ଷା ସହ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
#Rain #WeatherUpdat