Whatsapp: ହ୍ୱାଟସଆପରେ ମିଳିବ ୪୨୯ ସରକାରୀ ସେବା

ଦେଶର ତୃତୀୟ ରାଜ୍ୟ ଭାବେ ପ୍ରଶାସନିକ ବ୍ୟବସ୍ଥାରେ ହ୍ବାଟସଆପ୍ ବ୍ୟବହାର କରିବ ଓଡ଼ିଶା। ରାଜ୍ୟ ସରକାର ଓ ମେଟା ଇଣ୍ଡିଆ ପକ୍ଷରୁ ମିଳିତ ଭାବେ ୟୁନିଫାଏଡ୍ ହ୍ବାଟସଆପ୍ ଚାଟବଟ୍ ଶୁଭାରମ୍ଭ ହୋଇଛି। ହ୍ବାଟସଆପ୍ ଆଧାରିତ ନାଗରିକ ସେବା ପ୍ରଦାନ ଉଦ୍ଦେଶ୍ୟରେ ଏହି ବୁଝାମଣାପତ୍ର ସ୍ବାକ୍ଷର ହୋଇଛି।

Whatsapp: ହ୍ୱାଟସଆପରେ ମିଳିବ ୪୨୯ ସରକାରୀ ସେବା
Array