Wheat Supply: ଯୋଗାଣ ମନ୍ତ୍ରୀଙ୍କ ଅଭିଯୋଗ; ‘ବିଜେଡି ପାଇଁ ବନ୍ଦ ହୋଇଥିଲା ଗହମ ଯୋଗାଣ’

ହିତାଧିକାରୀଙ୍କୁ ଦେବା ପରେ ମଧ୍ୟ ଆମ ପାଖରେ ୧୫ ଲକ୍ଷ ମେଟ୍ରିକ ଟନ୍‌ ଚାଉଳ ବଳକା ରହିଯାଉଛି। ତାକୁ ରଖିବାକୁ ଗୋଦାମ ବ୍ୟବସ୍ଥା କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।

Wheat Supply: ଯୋଗାଣ ମନ୍ତ୍ରୀଙ୍କ ଅଭିଯୋଗ; ‘ବିଜେଡି ପାଇଁ ବନ୍ଦ ହୋଇଥିଲା ଗହମ ଯୋଗାଣ’
Array