World's Tallest Railway Bridge in Jammu Kashmir: ୧୯ରେ ଉଦଘାଟନ ହେବ ଚେନାବ ବ୍ରିଜ: ଖର୍ଚ୍ଚ ହୋଇଛି ୧୪୮୬କୋଟି
୧.୩ କିଲୋମିଟର ଲମ୍ବା ସେତୁ ଚେନାବ ନଦୀ ଉପରେ ୩୫୯ ମିଟର ଉଚ୍ଚରେ ନିର୍ମିତ ହୋଇଛି । USBRL ପ୍ରକଳ୍ପ ଅଧୀନରେ ଜାମ୍ମୁ କାଶ୍ମୀରର ରିଆସି ଜିଲ୍ଲାରେ ଚେନାବ ରେଲୱେ ବ୍ରିଜ୍ ନିର୍ମାଣ କରାଯାଇଛି। ଏଥିପାଇଁ ୧୪୮୬କୋଟି ଟଙ୍କା ଖର୍ଚ୍ଚ ହୋଇଥିବାବେଳେ ୩୦ ହଜାର ମେଟ୍ରିକ ଟନ ଇସ୍ପାତ ବ୍ୟବହାର କରାଯାଇଛି।