Year Ender 2024: ଚଳିତ ବର୍ଷ ଏହି ୭ ଅଭିନେତ୍ରୀଙ୍କ ଶାଢି ଲୁକ୍ ସବୁଠୁ ବେଷ୍ଟ୍; ପାର୍ଟୀରେ ଆପଣ ବି ପିନ୍ଧିପାରିବେ
ଯେତେବେଳେ ବି ଶାଢି ପିନ୍ଧିବା ଏବଂ କିଣିବା କଥା ଆସେ ସମସ୍ତେ ସେଲିବ୍ରିଟିଙ୍କ ଅତ୍ୟାଧୁନିକ ଶାଢି ଡିଜାଇନ୍ ଖୋଜିବା ଆରମ୍ଭ କରନ୍ତି। ଏପରି ପରିସ୍ଥିତିରେ, ଆଜି ଆମେ ଆପଣଙ୍କ ପାଇଁ ଶ୍ୱେତା ତିୱାରୀଙ୍କ ଠାରୁ ଦୀପିକା ପାଦୁକୋନ୍ ପର୍ଯ୍ୟନ୍ତ ବେଷ୍ଟ୍ ଶାଢି ଡିଜାଇନ୍ ଆଣିଛୁ, ଯାହାକୁ ପିନ୍ଧି ଆପଣ ଯେକୌଣସି ବିବାହ କାର୍ଯ୍ୟକ୍ରମକୁ ଯାଇପାରିବେ।