Yearender Odisha Politics 2024:ଟଳି ପଡିଥିଲେ ରଥୀ ମହାରଥୀ, ଧରାଶାୟୀ ହୋଇଥିଲେ ଦଳପତି

ଓଡ଼ିଶା ରାଜନୀତିରେ ୨୦୨୪ ଥିଲା ପରିବର୍ତ୍ତନର ବର୍ଷ । ଗେରୁଆ ସୁନାମୀରେ ନିଶ୍ଚିହ୍ନ ହୋଇଗଲା ବିଜେଡି ଗଡ଼। ମୁହଁମାଡ଼ି ପଡ଼ିଲେ ୪ ଡଜନରୁ ଅଧିକ ମନ୍ତ୍ରୀ ଓ ବିଧାୟକ। ସ୍ଥିତି ଏତେ ଦୟନୀୟ ଥିଲା ଯେ, ଖୋଦ୍ ନବୀନଙ୍କୁ ବି ପ୍ରଥମ ଥର ପରାଜୟ ବରଣ କରିବାକୁ ପଡ଼ିଲା।

Yearender Odisha Politics 2024:ଟଳି ପଡିଥିଲେ ରଥୀ ମହାରଥୀ, ଧରାଶାୟୀ ହୋଇଥିଲେ ଦଳପତି
Array