Yoga Day: ସାରା ବିଶ୍ବ ପାଳିଲା ଏକାଦଶ ଅନ୍ତର୍ଜାତୀୟ ଯୋଗ ଦିବସ

ସମୁଦ୍ରରୁ ସିଆଚେନ୍, ରାସ୍ତାରୁ ପାହାଡ଼। ଯୋଗରେ ଯୋଡ଼ିହେଲା ଜଗତ। ଦୁନିଆ ପାଳିଲା ଯୋଗ ଯଜ୍ଞ। ଏକ ପୃଥିବୀ ଏକ ସ୍ବାସ୍ଥ୍ୟ ପାଇଁ ଯୋଗ ଥିମରେ ବିଶ୍ବର କୋଣ ଅନୁକୋଣରେ ଆଜି ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ ।

Yoga Day: ସାରା ବିଶ୍ବ ପାଳିଲା ଏକାଦଶ ଅନ୍ତର୍ଜାତୀୟ ଯୋଗ ଦିବସ
Array