Yogasana: ଶୀତ ଲହରୀ ଯୋଗୁଁ ବାହାରକୁ ଯାଇ କରିହେଉନି କି ବ୍ୟାୟାମ… ଘରେ କରନ୍ତୁ ଏହିସବୁ ଯୋଗ
ଯେଉଁମାନେ ଚାଲିବା, ଜଗିଂ କରିବା କିମ୍ବା ଦୌଡ଼ିବା ଅଭ୍ୟାସରେ ଅଛନ୍ତି ସେମାନେ ପ୍ରାୟ ଶୀତଦିନେ ବାହାରକୁ ଯିବାକୁ ଚାହାଁନ୍ତି ନାହିଁ। ତଥାପି, ଏକ ସୁସ୍ଥ ଜୀବନଶୈଳୀ ପାଇଁ ଶରୀରକୁ ସକ୍ରିୟ ରଖିବା ଜରୁରୀ। ତେଣୁ ଘରେ ରହି କରନ୍ତୁ ଏହିସବୁ ଯୋଗ।