Youngest IPL Debutant in History: ଆଇପିଏଲ ଇତିହାସର ସର୍ବକନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ
ଆଇପିଏଲ ଇତିହାସରେ ଏକ ନିଆରା ରେକର୍ଡ ନିଜ ନାମରେ କରିଛନ୍ତି ବିହାରର ଜଣେ ଯୁବ ଖେଳାଳି। ମାତ୍ର ୧୪ ବର୍ଷ ବୟସରେ ରାଜସ୍ଥାନ ରୟାଲ୍ସର ଏହି ଯୁବ ଖେଳାଳି ଡେବ୍ୟୁ କରିଛନ୍ତି। ଏହା ସହିତ ସେ ଆଇପିଏଲ୍ରେ ଡେବ୍ୟୁ କରିଥିବା ସବୁଠାରୁ କମ ବୟସ୍କ ଖେଳାଳି ପାଲଟିଛନ୍ତି।