Youth Stabbed To Death: ଯୁବକଙ୍କୁ ଛୁରୀ ଭୁସି ନିର୍ମମ ହତ୍ୟା, ୪ ଅଟକ

ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ମଙ୍ଗରାଜପୁର ଗ୍ରାମରେ ହତ୍ୟାକାଣ୍ଡ । ଯୁବକଙ୍କୁ ଛୁରୀ ଭୁସି ନିର୍ମମ ହତ୍ୟା । ଗଣ୍ଡଗୋଳକୁ କେନ୍ଦ୍ରକରି ହତ୍ୟା କରାଯାଇଥିବା ସୂଚନା ।

Youth Stabbed To Death: ଯୁବକଙ୍କୁ ଛୁରୀ ଭୁସି ନିର୍ମମ ହତ୍ୟା, ୪ ଅଟକ
Array