ଅଂଶୁଘାତ ମୁକାବିଲା ପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଜୀବଜନ୍ତୁଙ୍କ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର, ୩।୪: ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା। ସକାଳ ୮.୩୦ରୁ ଘରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ତେବେ ଅଂଶୁଘାତ ମୁକାବିଲା ପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଜୀବଜନ୍ତୁଙ୍କ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।  ଜୀବଜନ୍ତୁଙ୍କୁ ତରଭୁଜ, ଆଖୁ ଭଳି ସପର ଫ୍ରୁଟ ଏବଂ ଆଣ୍ଟି ହିଟ ମେଡିସିନ ଦିଆଯାଉଛି। ଏନକ୍ଲୋଜରଗୁଡ଼ିକୁ ବାଉଁଶ ତାଟି ଓ ବେଣା ଚେର ସ୍କ୍ରିନରେ ଘୋଡ଼ାଯାଇଛି। ସବୁ ଏନକ୍ଲୋଜରକୁ ୨୪ ଘଣ୍ଟିଆ ପାଣି ବ୍ୟବସ୍ଥା ସୁନିଶ୍ଚିତ କରାଯାଇଛି। ଖରା ଦାଉରୁ ରକ୍ଷା […] The post ଅଂଶୁଘାତ ମୁକାବିଲା ପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଜୀବଜନ୍ତୁଙ୍କ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା appeared first on Dharitri Odia News.

ଅଂଶୁଘାତ ମୁକାବିଲା ପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଜୀବଜନ୍ତୁଙ୍କ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର, ୩।୪: ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା। ସକାଳ ୮.୩୦ରୁ ଘରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ତେବେ ଅଂଶୁଘାତ ମୁକାବିଲା ପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଜୀବଜନ୍ତୁଙ୍କ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।  ଜୀବଜନ୍ତୁଙ୍କୁ ତରଭୁଜ, ଆଖୁ ଭଳି ସପର ଫ୍ରୁଟ ଏବଂ ଆଣ୍ଟି ହିଟ ମେଡିସିନ ଦିଆଯାଉଛି। ଏନକ୍ଲୋଜରଗୁଡ଼ିକୁ ବାଉଁଶ ତାଟି ଓ ବେଣା ଚେର ସ୍କ୍ରିନରେ ଘୋଡ଼ାଯାଇଛି। ସବୁ ଏନକ୍ଲୋଜରକୁ ୨୪ ଘଣ୍ଟିଆ ପାଣି ବ୍ୟବସ୍ଥା ସୁନିଶ୍ଚିତ କରାଯାଇଛି। ଖରା ଦାଉରୁ ରକ୍ଷା କରିବାକୁ ସିମ୍ପାଞ୍ଜି ଓ ଗିବନ ପାଇଁ କୁଲର ବ୍ୟବସ୍ଥା ହୋଇଛି। ଭାଲୁମାନଙ୍କ ପାଇଁ ପାଣିରେ ବୁଡ଼ି ରହିବା ଭଳି ବ୍ୟବସ୍ଥା ହୋଇଛି।

The post ଅଂଶୁଘାତ ମୁକାବିଲା ପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଜୀବଜନ୍ତୁଙ୍କ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା appeared first on Dharitri Odia News.