ଅକ୍ଷର ଭୂମି ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଅକ୍ଷର ଭୂମି ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ । ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ପୂର୍ବରୁ ଅକ୍ଷର ଭୂମି ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅକ୍ଷର ଭୂମୀ ଭୁବନେଶ୍ବର ଗଜପତି ନଗରରେ ନିର୍ମାଣ କରାଯାଇଛି । ଆମ ଭାଷାର ସୌନ୍ଦର୍ଯ୍ୟ ଓ ଖାଣ୍ଡେଲାଇଟ ପଥରରେ ଲିପିବଦ୍ଧ ହୋଇଥିବା କଳିଙ୍ଗ ସ୍ଥାପତ୍ୟର ଅନନ୍ୟ ନିଦର୍ଶନ ଏହା ମାଧ୍ୟମରେ ପ୍ରତିଫଳିତ ହୋଇଛି। ପ୍ରଥମ ଥର ପାଇଁ ଅକ୍ଷର ଭୂମିରେ ବିଶ୍ବ ଓଡିଆ ଭାଷା ସମ୍ମିଳନୀ […] The post ଅକ୍ଷର ଭୂମି ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ appeared first on KNews Odisha.

ଭୁବନେଶ୍ୱର : ଅକ୍ଷର ଭୂମି ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ । ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ପୂର୍ବରୁ ଅକ୍ଷର ଭୂମି ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅକ୍ଷର ଭୂମୀ ଭୁବନେଶ୍ବର ଗଜପତି ନଗରରେ ନିର୍ମାଣ କରାଯାଇଛି । ଆମ ଭାଷାର ସୌନ୍ଦର୍ଯ୍ୟ ଓ ଖାଣ୍ଡେଲାଇଟ ପଥରରେ ଲିପିବଦ୍ଧ ହୋଇଥିବା କଳିଙ୍ଗ ସ୍ଥାପତ୍ୟର ଅନନ୍ୟ ନିଦର୍ଶନ ଏହା ମାଧ୍ୟମରେ ପ୍ରତିଫଳିତ ହୋଇଛି। ପ୍ରଥମ ଥର ପାଇଁ ଅକ୍ଷର ଭୂମିରେ ବିଶ୍ବ ଓଡିଆ ଭାଷା ସମ୍ମିଳନୀ ପାଳନ କରାଯିବ। ଭାଷାପ୍ରେମୀ ବିଶେଷ କରି ଯୁବ ପିଢିଙ୍କ ପାଇଁ ଏହା ପ୍ରମୁଖ ଆକର୍ଷଣ ସ୍ଥଳୀ ହେବ ।
The post ଅକ୍ଷର ଭୂମି ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ appeared first on KNews Odisha.