ଅଗଷ୍ଟ ୧୨ ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି
ଡେସ୍କ: ଅଗଷ୍ଟ ୧୨ ତାରିଖ ସୋମବାର ଦିନ ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଜନ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।