ଅଗଷ୍ଟ ୧୮ ତାରିଖ, ରବିବାର; ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ
ମେଷ -ଚାକିରି ରେ ଉଚ୍ଚ ସ୍ଥାନ ପ୍ରାପ୍ତି ହେବ । ଭ୍ରମଣ ଯୋଗ ରହିଛି । ଆୟ ରେ ବୃଦ୍ଧି ହେବ ।ପରିବାରରେ ସୁଖ ଶାନ୍ତି ଲାଗି ରହିବ । ବ୍ୟବସାୟ ରେ ଭଲ ଫଳ ମିଳିବ । ନୂତନ ମାଙ୍ଗଳିକ କାର୍ଯ୍ୟ ରେ ଯୋଗଦାନ କରିବେ। ବୃଷ -ମିଳୁନଥିବା ଅର୍ଥ ହଠାତ୍ ପ୍ରାପ୍ତି ହେବ । ନୂତନ ଯାନବାହାନ କ୍ରୟ କରିବେ । ଛାତ୍ର ଛାତ୍ରୀ ମାନେ ବ୍ୟସ୍ତତା ରେ ଦିନ କାଟିବେ।ବ୍ୟବସାୟ ରେ ଆଗକୁ ବଢ଼ିବେ । ଦମ୍ପତି ମାନଙ୍କ ପାଇଁ ଦିନଟି ଉତ୍ତମ ରହିଛି । ଗୁରୁଜନ ଙ୍କ ସହଯୋଗ ମିଳିବ ।ମିଥୁନ -କୌଣସି ବାହ୍ୟ ସ୍ଥାନ ରୁ ସମ୍ମାନ ମିଳିପାରେ । ନିଜ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବା ନିହାତି ଆବଶ୍ୟକ । ଚାକିରି କ୍ଷେତ୍ର ସାମାନ୍ୟ ରହିବ ।ବ୍ୟବସାୟ ରେ ନିବେଶ କରନ୍ତୁ ନାହିଁ । ପ୍ରେମ ସମ୍ପର୍କ ନିବିଡ଼ ହେବ । ବିଦ୍ୟାର୍ଥୀ ମାନେ ଉପକୃତ ହେବେ ।କର୍କଟ -ଦିନଟି ସଂପୂର୍ଣ୍ଣ ଭଲ ରେ କଟିବ । ସମ୍ମାନ ପ୍ରାପ୍ତି ର ଯୋଗ ରହିଛି । ଭ୍ରମଣ ଯୋଗ ରହିଛି । ମନରେ ସାମାନ୍ୟ ଗ୍ଲାନି ଦେଖା ଦେଇ ପାରେ । ପାରିବାରିକ ଜୀବନ ସୁଖ ମୟ ହେବ ।ବ୍ୟବସାୟ ରେ ଭଲ ଲାଭ ମିଳିପାରେ । ସିଂହ -ଦିନଟି ଅତ୍ୟନ୍ତ ଖୁସି ଖବର ଦେବ । ବ୍ୟବସାୟୀ ମାନଙ୍କର ନୂତନ ଚୁକ୍ତି ଯୋଗୁଁ ଲାଭବାନ ହେବାର ସମ୍ଭାବନା ରହିଛି । ମାତା ପିତା ଙ୍କ ଆଶୀର୍ବାଦ ମିଳିବ ।ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବିଦ୍ୟାର୍ଥୀ ମାନେ ପରୀକ୍ଷା ରେ ସଫଳତା ଅର୍ଜନ କରିବେ । କନ୍ୟା - ଆଜି ଦିନଟି ଭଲ ଫଳ ପ୍ରଦାନ କରିବ । ଛା
ମେଷ -ଚାକିରି ରେ ଉଚ୍ଚ ସ୍ଥାନ ପ୍ରାପ୍ତି ହେବ । ଭ୍ରମଣ ଯୋଗ ରହିଛି । ଆୟ ରେ ବୃଦ୍ଧି ହେବ ।ପରିବାରରେ ସୁଖ ଶାନ୍ତି ଲାଗି ରହିବ । ବ୍ୟବସାୟ ରେ ଭଲ ଫଳ ମିଳିବ । ନୂତନ ମାଙ୍ଗଳିକ କାର୍ଯ୍ୟ ରେ ଯୋଗଦାନ କରିବେ।
ବୃଷ -ମିଳୁନଥିବା ଅର୍ଥ ହଠାତ୍ ପ୍ରାପ୍ତି ହେବ । ନୂତନ ଯାନବାହାନ କ୍ରୟ କରିବେ । ଛାତ୍ର ଛାତ୍ରୀ ମାନେ ବ୍ୟସ୍ତତା ରେ ଦିନ କାଟିବେ।ବ୍ୟବସାୟ ରେ ଆଗକୁ ବଢ଼ିବେ । ଦମ୍ପତି ମାନଙ୍କ ପାଇଁ ଦିନଟି ଉତ୍ତମ ରହିଛି । ଗୁରୁଜନ ଙ୍କ ସହଯୋଗ ମିଳିବ ।
ମିଥୁନ -କୌଣସି ବାହ୍ୟ ସ୍ଥାନ ରୁ ସମ୍ମାନ ମିଳିପାରେ । ନିଜ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବା ନିହାତି ଆବଶ୍ୟକ । ଚାକିରି କ୍ଷେତ୍ର ସାମାନ୍ୟ ରହିବ ।ବ୍ୟବସାୟ ରେ ନିବେଶ କରନ୍ତୁ ନାହିଁ । ପ୍ରେମ ସମ୍ପର୍କ ନିବିଡ଼ ହେବ । ବିଦ୍ୟାର୍ଥୀ ମାନେ ଉପକୃତ ହେବେ ।
କର୍କଟ -ଦିନଟି ସଂପୂର୍ଣ୍ଣ ଭଲ ରେ କଟିବ । ସମ୍ମାନ ପ୍ରାପ୍ତି ର ଯୋଗ ରହିଛି । ଭ୍ରମଣ ଯୋଗ ରହିଛି । ମନରେ ସାମାନ୍ୟ ଗ୍ଲାନି ଦେଖା ଦେଇ ପାରେ । ପାରିବାରିକ ଜୀବନ ସୁଖ ମୟ ହେବ ।ବ୍ୟବସାୟ ରେ ଭଲ ଲାଭ ମିଳିପାରେ ।
ସିଂହ -ଦିନଟି ଅତ୍ୟନ୍ତ ଖୁସି ଖବର ଦେବ । ବ୍ୟବସାୟୀ ମାନଙ୍କର ନୂତନ ଚୁକ୍ତି ଯୋଗୁଁ ଲାଭବାନ ହେବାର ସମ୍ଭାବନା ରହିଛି । ମାତା ପିତା ଙ୍କ ଆଶୀର୍ବାଦ ମିଳିବ ।ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବିଦ୍ୟାର୍ଥୀ ମାନେ ପରୀକ୍ଷା ରେ ସଫଳତା ଅର୍ଜନ କରିବେ ।
କନ୍ୟା - ଆଜି ଦିନଟି ଭଲ ଫଳ ପ୍ରଦାନ କରିବ । ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ରହିଛି । ନୂତନ ବ୍ୟବସାୟ ଆରମ୍ଭ ଆଜି କଲେ ଶୁଭ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।ସ୍ବାସ୍ଥ୍ୟ ବସ୍ଥା ରେ ସୁଧାର ଆସିବ ।
ତୁଳା -ନୂତନ ଚାକିରି ରେ ଯୋଗଦାନ ଦେଇଥିବା ବ୍ୟକ୍ତି ଙ୍କୁ ନୂଆ ସୁଯୋଗ ସୃଷ୍ଟି ହେବା । ଧର ଦେଇଥିବା ପଇସା କାଲି ଆପଣ ଫେରସ୍ତ ପାଇବେ । ନୂତନ ବସ୍ତୁ କ୍ରୟ କରିବେ । ଛାତ୍ର ଛାତ୍ରୀ ମାନେ ଉପକୃତ ହେବେ ।ବ୍ୟବସ୍ଥା ଆଶାନୁରୂପ ଫଳ ଦେବ ।
ବିଛା -। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ଛାତ୍ର ଛାତ୍ରୀ ମାନେ କୃତ କାର୍ଯ୍ୟ ହେବେ । ଦମ୍ପତି ମାନେ ଆଲୋଚନା କରି କିଛି ନୂଆ କାର୍ଯ୍ୟ ଆରମ୍ଭ କରି ପାରନ୍ତି । ଭ୍ରମଣ ର ଯୋଗ ରହିଛି ।ପରିବାର ରେ ଖୁସି ର ମହିଳା ରହିବ ।
ଧନୁ - ଦିନଟି ମଧ୍ୟମ ଫଳ ପ୍ରାପ୍ତ କରାଇବ । ବ୍ୟବସାୟ ରେ କ୍ଷତି ସହିବର ସମ୍ଭାବନା ରହିଛି । ସନ୍ତାନଙ୍କ ସ୍ଵାସ୍ଥ୍ୟଗତ ସମସ୍ୟା କୁ ନେଇ ଚିନ୍ତା ରେ ରହିବେ । ପୈତୃକ ସମ୍ପତି କୁ ନେଇ ବିବାଦ ଲାଗି ପାରେ । ବନ୍ଧୁ ମିଳନ ର ଯୋଗ ରହିଛି ।
ମକର - କର୍ମ ରେ ଆପଣଙ୍କୁ ମଧ୍ୟମ ଫଳ ପ୍ରାପ୍ତି ଯୋଗ ରହିଛି । ଅଯଥା ଖର୍ଚ୍ଚାନ୍ତ ହୋଇ ପାରନ୍ତି । ଶତ୍ରୁ ଙ୍କ ଠାରୁ ଦୂରତା ରକ୍ଷା କରନ୍ତୁ । ନିବେଶ ପାଇଁ ଦିନଟି ଉତ୍ତମ ରହିଛି । ବିଦ୍ୟାର୍ଥୀ ମାନଙ୍କୁ ପ୍ରଶଂସା ମିଳି ପାରେ ।
କୁମ୍ଭ - ଆଜି ଦିନଟି ଆପଣଙ୍କୁ ମଧ୍ୟମ ଫଳ ପ୍ରାପ୍ତ କରାଇବ।ନିର୍ଣ୍ଣୟ ଆପଣଙ୍କ ପକ୍ଷ ରେ ରହିବ । ସାମାନ୍ୟ ମାନସିକ ଆସନ୍ତି ଏଜ୍ୟ ଦେବ । କିନ୍ତୁ ନିଜ ନିଅନ୍ତ୍ରଣ ଯୋଗୁଁ ତାହା ଆପଣ ସମାଧାନ କରିବାକୁ ସକ୍ଷମ ହେବେ ।ବ୍ୟବସାୟ ରେ ମଧ୍ୟମ ଫଳ ପ୍ରାପ୍ତ ହେବ ।
ମୀନ -କାର୍ଯ୍ୟ କ୍ଷେତ୍ର ରେ ନିଜକୁ ବ୍ୟସ୍ତ ରଖିବେ। ଅଟକି ଥିବା କାର୍ଯ୍ୟ ର ଆଜି ପୁନ ଆରମ୍ଭ କରିବେ ।ଛାତ୍ର ଛାତ୍ରୀ ମାନେ ନିଜ କାର୍ଯ୍ୟ ରେ ମନୋନିବେଶ କରିବେ। ଦମ୍ପତି ମାନଙ୍କ ପାଇଁ ଦିନଟି ବ୍ୟସ୍ତ ବହୁଳ ରହିବ ।