ଅଗ୍ନି ବିପନ୍ନ ୭ ପରିବାରଙ୍କୁ ସହାୟତା କଲେ ବିଧାୟକ ପ୍ରଦ୍ୟୁମ୍ନ ନାୟକ। MLA helps families for fire accident.
ଭଞ୍ଜନଗର ତହସିଲ ଅନ୍ତର୍ଗତ ଦୋମୁହାଣୀ ପଞ୍ଚାୟତର ବଞ୍ଜର ସାହି ନିକଟସ୍ଥ ତିନିସାହିରେ ରବିବାର ଅଗ୍ନିକାଣ୍ଡ ଘଟି ୭ଟି ପରିବାରର ୧୦ ବଖରା ପୋଡ଼ି ପାଉଁଶ ହୋଇଯାଇଥିଲା। ଏଥିସହ ସେମାନଙ୍କର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଥିଲା